ମମତା ସରକାରଙ୍କୁ ହଟାଇବାକୁ ଏମିତି ଅପିଲ କଲେ ଅଭିନେତା ମିଥୁନ ଚକ୍ରବର୍ତ୍ତି କୋଲକାତା,୧୦।୪: ବଲିଉଡ ଅଭିନେତା ଏବଂ ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀ ଗୁରୁବାର କହିଛନ୍ତି ଯେ ଯଦି ମମତା ବାନାର୍ଜୀଙ୍କୁ ପଶ୍ଚିମବଙ୍ଗରୁ ବିତାଡ଼ିତ କରିବାକୁ ପଡ଼େ, ତେବେ ୯ ପ୍ରତିଶତ ହିନ୍ଦୁଙ୍କୁ ବାହାରକୁ ଆସି ଭୋଟ ଦେବାକୁ ପଡିବ। ସେ କୁହନ୍ତି ଯେ…