MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍ୱେ ଷ୍ଟେଶନରୁ ମିଳିଲା ମୋବାଇଲ ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କପାଳି ଗ୍ରାମର ସାଗର ସାହୁ (୨୧)…