ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ… ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ମୟୂରଭଞ୍ଜ ଜିଲା ତିରିଂ ଅଞ୍ଚଳରୁ ତିରିଂ ଥାନା ପୋଲିସ ତାଙ୍କୁ ଉଦ୍ଧାର…