ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି। ଏହି ପ୍ରସ୍ତାବିତ ପ୍ରକଳ୍ପର ସମ୍ଭାବ୍ୟ ସ୍ଥାନ ଓ ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ ପାଇଁ…