ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ ସମୂହ ଦୀପଦାନ ଉତ୍ସବରେ ବିଧାୟକ ଡ଼. ଦୁର୍ଗା ପ୍ରସନ ନାୟକ ଯୋଗଦେଇ ମୋଦିଜୀଙ୍କ…
ଆଖଡ଼ାଶାଳୀ ସ୍ଲୁଇସ୍ କ୍ରୀକ୍ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍ଶୀଘ୍ର ହେବ…
ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା ସଙ୍ଗଠନର ଷଷ୍ଠ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଧାୟକ ଡ. ଦୁର୍ଗା…
ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…
ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା ଓ କାଇତାଲା ରାଜସ୍ବ ମୌଜାର ୫୩୨ଜଣ ସ୍ବତ୍ୱାଧିକାରୀ ଜମି ମାଲିକଙ୍କୁ ପଟ୍ଟା ପ୍ରଦାନ…
ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…
ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସଙ୍କେତ ହୁଡ଼ାରେ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର…
ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…
ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ ନାୟକ। ସେ କହିଛନ୍ତି, ସାନ ଭଉଣୀ ଚାମେଲି ବିରୋଧୀ ଦଳର ଷଡ଼ଯନ୍ତ୍ରର ଶିକାର…
ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ
ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ ଓ ଜିଲାପାଳ ରଘୁରାମ ଆର…
ଶେଷ ପର୍ଯ୍ୟାୟରେ ମା’ ରାମଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟ: ଏମ୍ପି-ବିଧାୟକ ସମୀକ୍ଷା କରି କହିଲେ…
ମହାକାଳପଡ଼ା,୩୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ରାମଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଏମ୍ପି ବୈଜୟନ୍ତ ପଣ୍ଡା ଓ ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ମା’ଙ୍କ ମନ୍ଦିର ପରିଦର୍ଶନ…

