ଅଞ୍ଚଳର ଭିତ୍ତିଭୂମିର ବିକାଶ ସହ ମତ୍ସ୍ୟଜୀବୀଙ୍କ ଜୀବନଜୀବିକା ନେଇ ମନ୍ତ୍ରୀ-ବିଧାୟକଙ୍କ ସମୀକ୍ଷା
ଛତ୍ରପୁର,୧୧ା୧୧(ଦିଲ୍ଲୀପ ସାମଲ): ଉପକୂଳବର୍ତ୍ତୀ ଅଞ୍ଚଳର ଭିତ୍ତିଭୂମି ବିକାଶ ଓ ମତ୍ସ୍ୟଜୀବୀଙ୍କ ଜୀବନଜୀବିକାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ନୋଳିଆ ନୂଆଗାଁଠାରେ ଉପକୂଳବର୍ତ୍ତୀ ରାସ୍ତା ଓ ଜେଟି ନିର୍ମାଣ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରାଯାଇଛି। ଓଡ଼ିଶା ସରକାରଙ୍କ ଖଣି, ବାଣିଜ୍ୟ…
ବାତ୍ୟା ପରେ ବନ୍ୟା ଭୟ: ସ୍ଥିତି ଅନୁଧ୍ୟାନ କଲେ ବିଧାୟକ, ଲୋକଙ୍କ ସୁରକ୍ଷା ପାଇଁ…
ଗଞ୍ଜାମ,୩୦ା୧୦(ବିଦ୍ୟାଧର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ସମଗ୍ର ଗଞ୍ଜାମ ଜିଲା ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ବେଳକୁ ବେଳ ଋଷିକୂଲ୍ୟା ନଦୀ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଋଷିକୂଲ୍ୟାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଯୋଗୁ ଚିନ୍ତାରେ ଗଞ୍ଜାମ ବ୍ଲକ ଅଞ୍ଚଳ…
ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ ବିୟୋଗ ଘଟିଛି। ଏହି ଦୁଃଖଦ ଖବର ପାଇବା ପରେ ସ୍ଥାନୀୟ ବିଧାୟକ କୃଷ୍ଣଚନ୍ଦ୍ର…
୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…
ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ସ୍ବତନ୍ତ୍ର ପୂଜା ସହିତ ମା’ ଭୋଗ ଗ୍ରହଣ…
ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ
ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ। ହୁମ୍ମା ସମିତି ସଭ୍ୟ ତଥା ଭାଜପା ଯୁବ ନେତା ଧ୍ରୁବଚରଣ ପଲାଇ, ଦୁର୍ଯ୍ୟୋଧନ…

