କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା
ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା ମଙ୍ଗଳବାର ସ୍ଥାନୀୟ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏବଂ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର…
ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଲେ ଛାତ୍ରୀଛାତ୍ର-ଗ୍ରାମବାସୀ, ବିଧାୟକ କହିଲେ ରୋଗୀଙ୍କ ଜୀବନ…
ଭଞ୍ଜନଗର,୨୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାତୀର ୨୮ ତମ ପ୍ରତିଷ୍ଠା ଦିବସ ଅବସରରେ ସ୍ବାତୀ ଏବଂ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ…
ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ
ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ୧୬୩ ହିତାଧିକାରୀଙ୍କୁ ବିଭିନ୍ନ ଯୋଜନାରେ ଭତ୍ତା ପ୍ରଦାନ କରାଯାଇଥିଲା।…
‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’
ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ସମ୍ବର୍ଦ୍ଧନା ଉତ୍ସବ ଓ ସମୀକ୍ଷା ବୈଠକରେ ମୁଖ୍ୟ…
ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା
ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଜଣାଶୁଣା ନେତା ବି ଦଣ୍ଡପାଣି ପାତ୍ରଙ୍କୁ ଗଞ୍ଜାମ ଜିଲା ପଶ୍ଚିମ ସଂଗଠନର ସଭାପତି…
ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…
ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ ଚାଲିଛି। ବିଦ୍ୟାଳୟ ଖୋଲିବାର ୧୬ ବର୍ଷ ବିତିଗଲାଣି କିନ୍ତୁ ସ୍ଥାୟୀ କୋଠା ହୋଇପାରୁ…
କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…
ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ ଉମାଶଙ୍କର ବେହେରା ଯୋଗଦେଇ ଚଳିତବର୍ଷ ଯୁକ୍ତ ୨…
‘ଛାତ୍ରୀଛାତ୍ର ଦେଶ ବିକାଶରେ ଭାଗିଦାରୀ ହୁଅନ୍ତୁ’
ଭଞ୍ଜନଗର,୧୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦରସ୍ଥିତ ଗ୍ରାମ ବିକାଶ ବିଦ୍ୟା ବିହାରର ୨୩ ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ।…
ଜଗନ୍ନାଥପ୍ରସାଦ ନୂଆ ଏନ୍ଏସି, ଭଞ୍ଜନଗରକୁ ମ୍ୟୁନିସିପାଲିଟି ମାନ୍ୟତା, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ
ଭଞ୍ଜନଗର,୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ରବିବାର ମ୍ୟୁନିସିପାଲିଟି ମାନ୍ୟତା ମିଳିଛି। ଏଥିସହ ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅଧୀନରେ ଆସୁଥିବା ଜଗନ୍ନାଥପ୍ରସାଦକୁ ନୂତନ ଏନ୍ଏସି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ବାୟତ୍ତ ଶାସନ ଦିବସ ଅବସରରେ…
Archives


