ରାଜନୀତିକରଣ ହେବ ନାହିଁ ଶିକ୍ଷାନୁଷ୍ଠାନ: ବିଧାୟକ
ଭଞ୍ଜନଗର,୨୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାଲେରୀ ଉଚ୍ଚ ବିଦ୍ୟାଳୟରେ ଗୁରୁବାର ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ…
GST ହ୍ରାସ ଦେଶର ଅର୍ଥନୀତିକୁ କରିବ ସୁଦୃଢ଼, ଦୀପାବଳି ପୂର୍ବରୁ ଶସ୍ତା ଜିନିଷ କିଣିବେ ଲୋକେ, ବିଧାୟକ କହିଲେ…
ଭଞ୍ଜନଗର,୨୧ା୯(ବାବୁଲା ପ୍ରଧାନ): କେନ୍ଦ୍ର ସରକାର GSTରେ ସଂସ୍କାର ଆଣିଛନ୍ତି। ଯାହାକି ଏକ ଯୁଗାନ୍ତକାରୀ ପଦକ୍ଷେପ। ଜିଏସ୍ଟି ହ୍ରାସ ଦେଶର ଅର୍ଥନୀତିକୁ ସୁଦୃଢ଼ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହିଭଳି ଯୁଗାନ୍ତକାରୀ ପଦକ୍ଷେପ ଦ୍ବାରା ସାଧାରଣଜନତା ତାହାର ସୁଫଳ ପାଇବେ। ଏଣିକି ଦୁଇ…
‘ଉତ୍କଳ ପ୍ରଦେଶ ଗଠନର ପ୍ରଥମ ସ୍ବର ଘୁମୁସରରୁ ଆରମ୍ଭ ହୋଇଥିଲା’
ଭଞ୍ଜନଗର,୧୧ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଗୁରୁବାର ଘୁମୁସର ଦିବସ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ବକ୍ତାମାନେ ଯୋଗଦେଇ ସତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପ୍ରଥମ ସ୍ବର ଭଞ୍ଜଭୂମି ଘୁମୁସରରୁ ଆରମ୍ଭ ହୋଇଥିଲା ବୋଲି…
ଗାଲେରୀ ମେଡିକାଲର ବିକାଶରେ ଖର୍ଚ୍ଚ ହେବ ୧୬ କୋଟି ଟଙ୍କା, ଶିଳାନ୍ୟାସ କରି ବିଧାୟକ କହିଲେ ଅଞ୍ଚଳର ଲୋକଙ୍କ ପାଇଁ…
ଭଞ୍ଜନଗର,୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅଧିନସ୍ଥ ଗାଲେରୀ ମେଡ଼ିକାଲର ବିକାଶ ପାଇଁ ୧୬ କୋଟି ଟଙ୍କା ଖର୍ଚ୍ଚ ହେବ। ତେଣୁ ରବିବାର ନୂତନ କୋଠାର ଶିଳାନ୍ୟାସ ଉତ୍ସବ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର…
ମୁଜାଗଡ଼ ଡାକ ବଙ୍ଗଳା ଉଦ୍ଘାଟନ କଲେ ବିଧାୟକ, ଜାଇକା ପ୍ରକଳ୍ପ ୨୦୩୦ ପର୍ଯ୍ୟନ୍ତ ସମ୍ପ୍ରସାରଣ ଯୋଜନା ନେଇ…
ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ଼ ବନ ବିଭାଗ ଡାକ ବଙ୍ଗଳା ରବିବାର ଉଦ୍ଘାଟିତ ହୋଇଯାଇଛି । ୩୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ବଙ୍ଗଳାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…
ଦୁଇ ପୁରାତନ କଲେଜର ବିକାଶ ପାଇଁ ଖର୍ଚ୍ଚ ହେବ ୧୫୦ କୋଟି ଟଙ୍କା, ସମୀକ୍ଷା ପରେ ବିଧାୟକ କହିଲେ…
ଭଞ୍ଜନଗର,୫ା୭(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଦୁଇ ପୁରାତନ ମହାବିଦ୍ୟାଳୟ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ସାବିତ୍ରୀ ମହିଳା ମହାବିଦ୍ୟାଳୟ ଏବେବି କିଛି କ୍ଷେତ୍ରରେ ଅବହେଳିତ ଅବସ୍ଥାରେ ଅଛି। ତେଣୁ ତାହାର ବିକାଶ…
ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବ ଘାଟିଶୁଳା, ଚକରା ଘାଟି
ଭଞ୍ଜନଗର,୮ା୬(ବାବୁଲା ପ୍ରଧାନ): ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଘୁମୁସର ଇତିହାସର ମୂକସାକ୍ଷୀ ଚକରା ଘାଟି ଏବଂ ଘାଟିଶୁଳାର ବିକାଶ ପାଇଁ ପଦକ୍ଷେପ ନେଇଛନ୍ତି। ଆଗକୁ ରଣଘଣ୍ଟାର ମଧ୍ୟ ବିକାଶ ହେବ। ତେଣୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିମନ୍ତ୍ରଣ ରକ୍ଷା…
ଦେଶ ସ୍ବାଧୀନତାର ସ୍ବାଦ ଚାଖିନାହାନ୍ତି ଗପଦର ଗ୍ରାମବାସୀ, ଏବେ ବି ଅନେକ ଶିଶୁ ପୁସ୍ତକ ଦେଖିନାହାନ୍ତି, ବିଧାୟକଙ୍କ ସାମ୍ନାରେ…
ଭଞ୍ଜନଗର,୧୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ କଦଳିଆ ନାଳ ଓ ତତ୍ ସଲଗ୍ନ ଶାଖା ନାଳଗୁଡ଼ିକର ଜଳ ନିଷ୍କାସନ ନିମନ୍ତେ ଉକ୍ତ ନାଳର ପୁନରୁଦ୍ଧାର ପାଇଁ ରବିବାର ଶିଳାନ୍ୟାସ କରାଯାଇଥିଲା। ଏନେଇ ଭଞ୍ଜନଗର ବ୍ଲକ ଗୋଲାପଡ଼ା ପଞ୍ଚାୟତରେ ଶିଳାନ୍ୟାସ…
ସାଇକେଲ-ବାଇକ୍ ମୁହାଁମୁହିଁ, ୨ ଗୁରୁତର, ଚିକିତ୍ସା ବ୍ୟବସ୍ଥା କରାଇଲେ ବିଧାୟକ
ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର କୋଟିବିରାଡ଼ି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ବାଇକ୍ ଓ ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ କୋଟିବିରାଡ଼ିର ଉଦୟ ନାୟକ ଓ ବାଲିସାହିର…
‘ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ’
ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ି ପଞ୍ଚାୟତ ଘର ଶିଳାନ୍ୟାସ ହୋଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ଏହି ଅବସରରେ ବିଧାୟକ ନାୟକ କହିଥିଲେ ଯେ, ଗ୍ରାମାଞ୍ଚଳର…
Archives


