୨୪ ଘଣ୍ଟା ଭିତରେ କଡ଼ା ପଦକ୍ଷେପ ଗ୍ରହଣ କଲେ ବିଧାୟକ, ଲୋକଙ୍କ ସମସ୍ୟାକୁ ବୁଝି ଗାଁରେ କଲେ… ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ପଞ୍ଚାୟତର ବାଣନଈ ଗ୍ରାମରେ ପାଣି ପାଇଁ ଲୋକେ ଶନିବାର ରାଜରାସ୍ତାକୁ ଓହ୍ଲାଇଥିବା ବେଳେ ଲୋକଙ୍କ ଦାବିକୁ ଅତି ଗୁରୁତର ସହ ନେଇଥିଲେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ। ଫୋନ ମାଧ୍ୟମରେ…