ଜାଣନ୍ତୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସମେତ କେଉଁ ବିଧାୟିକା/ବିଧାୟକଙ୍କର କେତେ ସମ୍ପତ୍ତି ଭୁବନେଶ୍ୱର,୨୦ା୩: ଆସୋସିଏଶନ ଫର୍ ଡେମୋକ୍ରେଟିକ୍ସ ରିଫର୍ମସ (ଏଡିଆର) ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମୁଖ୍ୟମନ୍ତ୍ରୀ ଏବଂ କେଉଁ ବିଧାୟକଙ୍କର କେତେ ସମ୍ପତ୍ତି ରହିଛି ତା’ର ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୋଟ୍ ସମ୍ପତ୍ତିର ମୂଲ୍ୟ ୬୩...