ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍ଓ ସସ୍ପେଣ୍ଡ ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍ପେଣ୍ଡ କରାଯାଇଥିବା ଏସ୍ପି ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୋଲିସର ପ୍ରାଥମିକ ତଦନ୍ତ ପରେ ପିଏସ୍ଓଙ୍କ ବିରୋଧରେ ଶୃଙ୍ଖଳାଗତ…