ଭବାନୀପାଟଣା ବିଧାୟକ ସାଗର ଦାସଙ୍କୁ ହତ୍ୟା ଧମକ, ଟୁଇଟ୍ କରି ବିଧାୟକ କହିଲେ… ଭବାନୀପାଟଣା,୨୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସଙ୍କୁ ହତ୍ୟା ଧମକ ମିଳିଛି। ଏ ନେଇ ବିଧାୟକ ସାଗର ନିଜ ଏକ୍ସରେ ଟୁଇଟ କରି ସୂଚନା ଦେଇଛନ୍ତି। ଭବାନୀପାଟଣା ଦେପୁର ଯୋନ ସଭାପତି ଉଦେପୂର୍ ଗ୍ରାମର…