ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ… ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ। ବର୍ତ୍ତମାନ ବିଜେଡି ଏକ ହୋଇଛି, ବିରୋଧୀ ଦଳ ହିସାବରେ ଲଢ଼ିବ। ଦଳ ସୁପ୍ରିମୋ…