ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିବା ବେଳେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା...