ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…” ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରୁ ରାଜପଥ ପର୍ଯ୍ୟନ୍ତ ବିବାଦ ତେଜିବାରେ…