ମୁଖ୍ୟମନ୍ତ୍ରୀଙ୍କ ‘ମିଛ ଓ ଗୁଜବ’ ମନ୍ତବ୍ୟକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ମନମୋହନ ସାମଲ ଭୁବନେଶ୍ୱର,୧୦।୩(ଅସମାପିକା ସାହୁ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାତ୍ତିକ ପାଣ୍ଡିଆନ୍ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ତାଙ୍କର ସୋସିଆଲ ମିଡିଆରେ ଏହି ଭିଡିଓ ଶେୟାର କରିଛନ୍ତି।...