mo bus

‘ସୁଧୁରୁ ନାହାନ୍ତି ମୋ ବସ୍ ଡ୍ରାଇଭର: କଟକରେ ଅଟୋ ଡ୍ରାଇଭର ଲହୁଲୁହାଣ

କଟକ, ୨୭।୨: 'ମୋ ବସ୍' ଜନିତ ଦୁର୍ଘଟଣା ଜାରି ରହିଛି। କଟକର ଗଣେଶ ଘାଟ ନିକଟରେ ଘଟିଥିବା ଦୁର୍ଘଟଣାରେ ଜଣେ ଅଟୋ-ରିକ୍ସା ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।…

11 months ago

Video: ସାମ୍ନାକୁ ଆସିଲା ଲୋମଟାଙ୍କୁରା ଫୁଟେଜ୍, ସ୍କୁଟି ଚାଳକଙ୍କୁ ଘୋଷାଡ଼ି ନେଲା ‘ମୋ ବସ୍’

ଭୁବନେଶ୍ୱର,୧୬।୨: ରାଜଧାନୀ ଭୁବନେଶ୍ୱର ପାତ୍ରପଡ଼ାରେ ଏକ ମୋ ବସ୍ ସ୍କୁଟି ଉପରେ ମାଡିଯିବା ଦୁର୍ଘଟଣାର ଏକ ଭିଡିଓ ଫୁଟେଜ୍ ସାମ୍ନାକୁ ଆସିଛି। ଯାହା ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ…

11 months ago

Mo Bus Accident: ୧୦୦ ମିଟର ଯାଏ ଘୋଷାଡ଼ି ନେଲା ମୋ’ ବସ୍‌, ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ, ୩ ଗୁରୁତର

ଭୁବନେଶ୍ୱର,୧୪।୨: ପୁଣି ମୋ’ ବସ୍‌ ନେଇଛି ଜୀବନ। ଶୁକ୍ରବାର ରାତିରେ ତମାଣ୍ଡୋ ଥାନା ଅଞ୍ଚଳର ଓଭରବ୍ରିଜ୍‌ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ସହ ୧୦୦ ମିଟର…

11 months ago

୩ ଦିନ ପାଇଁ ମୋ’ ବସ୍‌ କଟକଣା: ଏସବୁ ରାସ୍ତା ଦେଇ ଯିବା ମନା

ଭୁବନେଶ୍ୱର,୨୯ା୧୧: ଶୁକ୍ରବାରଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।…

1 year ago

ନିୟନ୍ତ୍ରଣକୁ ଆସିବ ‘ମୋ ବସ୍‌’ର ବେଗ, ଲାଗିବ ସ୍ପିଡ୍‌ ଗଭର୍ଣ୍ଣର

ଭୁବନେଶ୍ୱର,୬।୧୧: ସହର ଭିତରେ ଚାଲୁଥିବା ‘ମୋ ବସ୍‌’ର ବେଗ ନିୟନ୍ତ୍ରଣପାଇଁ ନିଷ୍ପତ୍ତି ନିଆଯାଇଛି। ଏ ମ୍ପର୍କରେ ନଗର ଉନ୍ନୟନ ଓ ପରିବହନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି,…

1 year ago

ଆନ୍ଦୋଳନରେ କର୍ମଚାରୀ: ଗଡୁନି ମୋ’ ବସ୍‌, ଯାତ୍ରୀ ହନ୍ତସନ୍ତ

ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍‌ ସେବା ବନ୍ଦ କରାଯାଇଛି। ମୋ’ ବସ୍‌ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍‌। କର୍ମଚାରୀଙ୍କ…

1 year ago

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…

1 year ago

ମୋ ବସ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ: ବସ୍‌କୁ ଅଟକ ରଖିଲେ ଲୋକେ

ଭୁବନେଶ୍ୱର,୨୫।୯: ପୁଣି ବଦନାମ ମୁଣ୍ଡାଇଲା ମୋ ବସ୍‌। ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁରରେ ମୋ ବସ୍ ମାଡିଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ପୁରୀ ଜିଲାର…

1 year ago

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ମୋ’ ବସ୍‌

କଟକ,୨୮ା୬: କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍‌ରେ ନିଆଁ ଲାଗିଯାଇଛି। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ…

2 years ago

ସମ୍ବଲପୁର, ବ୍ରହ୍ମପୁରରେ ମୋ’ ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି। ଉଭୟ ସହରରେ ଆଜି ୧୫ଟି ଲେଖାଏ…

2 years ago