Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA) ଦ୍ୱାରା ରାଜ୍ୟଗୁଡ଼ିକୁ ପଠାଯାଇଥିବା ଏକ ପରାମର୍ଶରେ ଏହି ନିଷ୍ପତ୍ତି ପ୍ରତିଫଳିତ ହୋଇଥିବା ଜଣାପଡ଼ିଛି।…