ମୋବାଇଲ ଦୋକାନରୁ ଚୋରି ଘଟଣା: ୩୦ ମୋବାଇଲ ସମେତ ୭୧୦୦ ଟଙ୍କା ଜବତ ଭବାନୀପାଟଣା,୧୨ା୪: କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଶୁକ୍ରବାର ବିଭିନ୍ନ କମ୍ପାନୀର ୩୦ଟି ଚୋରି ମୋବାଇଲ ସମେତ ନଗଦ ୭୧ଶହ ଟଙ୍କା ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଜଣକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।…