୮ ଦିନ ହେଲା ପୁରୁଷୋତ୍ତମପୁରରେ ମୋବାଇଲ ସେବା ବନ୍ଦ, ଆନ୍ଦୋଳନକୁ ଓହ୍ଲାଇବେ ଉପଭୋକ୍ତା ପୁରୁଷୋତ୍ତମପୁର,୧୧ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦିନକୁ ଦିନ ବିଏସ୍ଏସ୍ଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିୁଦ୍ୟତ୍ ଚାଲିଗଲେ ମୋବାଇଲ ନେଟ୍ଓ୍ବର୍କ ମଧ୍ୟ ଚାଲିଯାଉଛି। ଏ ପରିସ୍ଥିତି ଏଠାରେ ଦୀର୍ଘଦିନ ହେଲା ଲାଗି ରହିଥିବା ବେଳେ ଗତ ୪ରୁ...