ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍ ସମୟରେ ଆସି ସେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିଥିଲେ। ସୋମବାର ସକାଳୁ ସକାଳୁ ପ୍ରଧାନମନ୍ତ୍ରୀ ଜଳଖିଆରେ ଓଡ଼ିଶା...