ଚାଇନାକୁ ଲାଗିଲା ଆଉ ଏକ ଝଟକା, ଦଲାଇ ଲାମାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, ଚାଇନା କହିଲା… ନୂଆଦିଲ୍ଲୀ/ବେଜିଂ,୭।୭: ଚାଇନାକୁ ପୁଣିଥରେ ବଡ଼ ଝଟକା ଲାଗିଛି। ସୋମବାର ଚାଇନା କହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମାଙ୍କୁ ତାଙ୍କ ୯୦ତମ ଜନ୍ମଦିନରେ ଶୁଭେଚ୍ଛା ଜଣାଇବା ଏବଂ ଉତ୍ସବରେ ଭାରତୀୟ ଅଧିକାରୀଙ୍କ ଉପସ୍ଥିତିକୁ ନେଇ ଭାରତ ନିକଟରେ…