କୃଷକଙ୍କୁ ବଡ଼ ଭେଟି ଦେଲେ ମୋଦି ସରକାର ! ଏହି ଫସଲ ଉପରେ କୁଇଣ୍ଟାଲ ପିଛା ୨୭୫ ଟଙ୍କା MSP ବଢ଼ାଇଲେ… ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ୨୦୨୬-୨୭ ମାର୍କେଟିଂ ସିଜନ ପାଇଁ କଞ୍ଚା ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟ (MSP) ବୃଦ୍ଧିକୁ ମଞ୍ଜୁରୀ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, କଞ୍ଚା ଝୋଟ (TD-୩ ଗ୍ରେଡ)ର MSP ଏବେ…