Tag Archives: Modi Govt

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ ମାର୍ଚ୍ଚକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ତେବେ କୋର୍ଟ CJPର ମାର୍ଚ୍ଚ…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ ଦିଆଯାଉଛି। ମନ୍ତ୍ରିମଣ୍ଡଳକୁ ଅଧିକ ଯୁବ କରିବା ପାଇଁ ବୟସ୍କ ମନ୍ତ୍ରୀଙ୍କ ସଂଖ୍ୟା କମାଯିବା…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ କରିବାକୁ ଘୋଷଣା କରାଯାଇଛି। ଏହା ପୂର୍ବରୁ CJP ପୁଣିଥରେ ସରକାରଙ୍କୁ ଅଲ୍ଟିମେଟମ୍‌ ଦେଇଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହାନ୍ତି। ଏହାକୁ ନେଇ ଆସନ୍ତା ୫ ସେପ୍ଟେମ୍ବର ୨୦୨୬ରେ…

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ ବିଶେଷ ରଣନୀତି ଉପରେ କାମ କରୁଥିବା ଜଣାପଡ଼ିଛି। ଏଥିପାଇଁ ସରକାର ଦୁଇଟି ଦିଗ…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର ଅନଶନ ଭାଙ୍ଗିବା ପଛର ପୂରା କାହାଣୀ ସାମ୍ନାକୁ ଆଣିଛନ୍ତି। ଗୁରୁଗ୍ରାମର ଏକ ହସ୍ପିଟାଲରେ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ ମନ୍ତବ୍ୟ ଦେଇଛନ୍ତି, ‘ଗୋଟିଏ ସରକାର ମୋତେ ଦେଶ ଛାଡିବାକୁ ବାଧ୍ୟ କରିଥିଲା, ଆଉ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫ ବର୍ଷ ଯାଏ ପିଏମ କିଷାନ ଯୋଜନା ବଢାଇବାକୁ ନିଷ୍ପତ୍ତି ନିଆଯାଇଛି। ୨୦୩୦-୩୧ ଯାଏ…

ହଠାତ୍‌ ମୋଦି ସରକାରଙ୍କୁ ପ୍ରଶଂସା କଲେ ୱାଙ୍ଗଚୁକ, କହିଦେଲେ ଏମିତି…

ନୂଆଦିଲ୍ଲୀ, ୩୦।୭: ବିଖ୍ୟାତ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ଏକ ଭିଡିଓ ଶେୟାର କରି ଭାରତୀୟ ରେଲୱେର ପ୍ରଶଂସା କରିଛନ୍ତି। ଏଥିସହ ସେ ଏହା ମଧ୍ୟ କହିଛନ୍ତି ଯେ ସେ ଏହିପରି ଭାବରେ ସରକାରଙ୍କ ପ୍ରତିଶ୍ରୁତିଗୁଡ଼ିକ କ୍ଷେତ୍ରରେ ମଧ୍ୟ…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି। ଜନ୍ତର-ମନ୍ତରରେ ପ୍ରଦର୍ଶନ ଏବଂ କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭।୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ଏବେ ସବୁଠୁ ବଡ଼ ପ୍ରଶ୍ନ ହେଉଛି, ଧର୍ମେନ୍ଦ୍ର ପ୍ରଧାନଙ୍କ ପରବର୍ତ୍ତୀ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ ଦୁଇଥର ନିଜ ପଦ ଛାଡ଼ିବାକୁ ପ୍ରସ୍ତାବ ଦେଇଥିଲେ। ମାତ୍ର, ସରକାରୀ ନେତୃତ୍ୱ ଉଭୟଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?