ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….
ଭୁବନେଶ୍ବର,୨୫।୧୦: ଜଟଣୀ ଇନ୍ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ,…

