Narendra Modi: ଚେତାବନୀ ଦେଲେ ମୋଦି, ମାଟିରେ ମିଶେଇଦେବୁ… ନୂଆଦିଲ୍ଲୀ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରରେ ପହଞ୍ଚିଛନ୍ତି। ଆଜି ସେ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମଧୁବଣୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ପହଲଗାମ ଆକ୍ରମଣ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଗସ୍ତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ପହଲଗାମରେ…