ନୂଆଦିଲ୍ଲୀ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରରେ ପହଞ୍ଚିଛନ୍ତି। ଆଜି ସେ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମଧୁବଣୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ପହଲଗାମ ଆକ୍ରମଣ ପରେ…