RSSକୁ ନେଇ ବଡ଼ କଥା କହିଦେଲେ ମୋଦି: ଦେଶରେ ହଲଚଲ ନୂଆଦିଲ୍ଲୀ,୧୫।୮: ଆଜି ଭାରତ ତା’ର ୭୯ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ…