Operation Sindoor: ଅପରେଶନ ସିନ୍ଦୂରକୁ ନେଇ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ… ନୂଆଦିଲ୍ଲୀ,୭।୫: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବାକୁ ଯାଇ ଭାରତୀୟ ବାୟୁସେନା ପକ୍ଷରୁ ମେ’୭ରେ ପାକିସ୍ତାନ ଉପରେ ବଡ଼ ଧରଣର ବିମାନ ଆକ୍ରମଣ କରିଛି। ବହୁ ଯୋଜନା ପରେ ଏହି ମିଶନ ସଫଳ ହୋଇଛି। ଯାହାର ନାମ ରଖାଯାଇଛି, ‘ଅପରେଶନ...