ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….
ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ଶାହା କହିଛନ୍ତି,…

