ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏହି…