ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍ପିଙ୍କୁ ଆଜି…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୨-୩ ମାସ ମଧ୍ୟରେ ମୋଦି ସରକାର…
ଇମ୍ଫାଲ, ୨୧।୬: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ ସିଂ ଶୁକ୍ରବାର ରାଜ୍ୟରେ ଜାରି ରହିଥିବା ଅଶାନ୍ତିକୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ମୋଦି ସରକାର ୩.୦ ଖୁବ୍ଶୀଘ୍ର ଆଶାନ୍ତି ଦୂର କରିବାକୁ ଏକ ଯୋଜନା ପ୍ରସ୍ତୁତ…
ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…
ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍ଆର କଂଗ୍ରେସକୁ…
ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ, ଏହି ସମ୍ମିଳନୀରେ ଯୋଗ ଦେବେ
ନୂଆଦିଲ୍ଲୀ, ୧୩।୬: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ଲୋକସଭା ର୍ନିବାଚନରେ ଜିତି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇ ଇତିହାସ ସୃଷ୍ଟି କରିଛନ୍ତି। ଏଥି ସହିତ, ପିଏମ ମୋଦୀ ୨୦୨୪ ଲୋକସଭା ର୍ନିବାଚନରେ ଜିତିବା ପରେ ତାଙ୍କର ପ୍ରଥମ…
ମୋଦିଙ୍କ ପାଦ ନଛୁଇଁ ଏହି ଷ୍ଟାରଙ୍କ ପାଦ ଛୁଇଁଲେ ଉପ-ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୧୨।୬: ଟିଡିପି ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚନ୍ଦ୍ରବାବୁଙ୍କ ସହ ତାଙ୍କ କ୍ୟାବିନେଟର ଅନେକ ସଦସ୍ୟ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ…
ମନ୍ତ୍ରୀମଣ୍ଡଳ ଗଠନ ପରେ ଏହି ରାଜ୍ୟକୁ ମିଳିଲା ସବୁଠାରୁ ଅଧିକ ଟଙ୍କା
ନୂଆଦିଲ୍ଲୀ, ୧୧।୦୬: ରାଷ୍ଟ୍ରପତି ଭବନରେ ରବିବାର ଶପଥ ନେଇଥିବା ଏନ୍ଡିଏ ସରକାରର ମନ୍ତ୍ରୀମାନଙ୍କୁ ସୋମବାର ବିଭାଗ ବଣ୍ଟନ କରାଯାଇଛି । ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବାନେଟ୍ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ଅର୍ଥ ମନ୍ତ୍ରାଳୟ…
ମୋଦି ନେଲେ ନିଷ୍ପତ୍ତି, ବଡ଼ କଥା କହିଦେଲା କଂଗ୍ରେସ
ନୂଆଦିଲ୍ଲୀ, ୧୦।୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ମୋଦି। ଏହାର ଠିକ ଗୋଟିଏ ଦିନ ପରେ ଅର୍ଥାତ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ…
ମୋଦିଙ୍କ ସମେତ ଧର୍ମେନ୍ଦ୍ର, ଅଶ୍ୱିନୀ,ଜୁଏଲଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ
ଭୁବନେଶ୍ୱର,୧୦ା୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର…
ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ବଜାର
ମୁମ଼୍ବାଇ, ୧୦।୦୬: ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଛନ୍ତି । ଏହାର ପ୍ରଭାବ ସେୟାର ମାର୍କେଟ୍ ଉପରେ ପଡ଼ିଛି ।…
ଶପଥ ନେବା ପୂର୍ବରୁ ମୋଦିଙ୍କୁ ରାହୁଲଙ୍କ ଟାର୍ଗେଟ୍, କହିଲେ…
ନୂଆଦିଲ୍ଲୀ, ୯ା୬: NEET ଫଳାଫଳକୁ ନେଇ ବିବାଦ ବନ୍ଦ ହେଉନାହିଁ । ଛାତ୍ରୀଛାତ୍ରମାନେ ଏହାକୁ ନେଇ ରାସ୍ତାକୁ ଓହ୍ଲାଇ ଥିବା ବେଳେ ରେଜଲ୍ଟରେ ଘୋଟାଲା ହୋଇଥିବା ଅଭିଯୋଗ କରୁଛନ୍ତି । ଏଥି ସହିତ ରାଜନୈତିକ ଦଳଗୁଡ଼ିକ କେନ୍ଦ୍ର ସରକାରଙ୍କ ଉପରେ ଆରୋପ…
ମୋଦିଙ୍କ ବାସଭବନରେ ନେତାଙ୍କ ଭିଡ଼
ନୂଆଦିଲ୍ଲୀ,୯ା୬: ମୋଦିଙ୍କ ଦିଲ୍ଲୀ ସରକାରୀ ବାସଭବନରେ ନେତାଙ୍କ ଭିଡ଼ ଲାଗିଛି। ଜଣଙ୍କ ପରେ ଜଣେ ଏନ୍ଡିଏ ଏମ୍ପି ପହଞ୍ଚିବାରେ ଲାଗିଛନ୍ତି। ଏମାନଙ୍କ ମଧ୍ୟରେ ଅମିତ ଶାହା, ଜେପି ନଡ୍ଡା, ଅର୍ଜୁନ ମେଘଓ୍ବାଲ, ଶିବରାଜ ଚୌହାନ ପ୍ରମୁଖ ଅଛନ୍ତି। କୁମାରସ୍ୱାମୀ, ସିନ୍ଦିଆ, ମନୋହର…
ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଏଲନ ମସ୍କ, ଜବାବରେ ମୋଦି କହିଲେ…
ଓ୍ବାଶିଂଟନ,୮ା୬: ଆମେରିକାର ଶିଳ୍ପପତି ଏଲନ ମସ୍କ ଭାରତ ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ଐତିହାସିକ ବିଜୟରେ ଅଭିନନ୍ଦନ ଜଣାଇବା ସହ ଭାରତରେ ତାଙ୍କ କମ୍ପାନୀଗୁଡିକ ଦ୍ୱାରା ‘ରୋମାଞ୍ଚକର କାର୍ଯ୍ୟ’ କରିବାକୁ ସେ ଅପେକ୍ଷା କରିଥିବା କହିଛନ୍ତି। ଏହାର ଜବାବ ଦେଇ ମୋଦି କହିଛନ୍ତି,…
Archives


