ଆସୁଛି ବଜେଟ୍, ୪୮ ହଜାର କୋଟି ଟଙ୍କା ଦାବି କଲେ ନୀତିଶ-ନାଇଡ଼ୁ !
ନୂଆଦିଲ୍ଲୀ, ୦୮।୦୭: ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଚଳିତ ବଜେଟ୍କୁ ନେଇ ଆଶାବାଦି ଅଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ଼୍ବାଧୀନ ଏନ୍ଡିଏ ସରକାରର ପ୍ରଥମ ବଜେଟ୍ ଆସିବାକୁ ଯାଉଛି । ଏଥିପାଇଁ ଦୁଇ ନେତା…
ଅଲମ୍ପିକ୍ରେ ଭାଗ ନେବେ କି କୋହଲି-ରୋହିତ୍ ? ମୋଦିଙ୍କୁ ରାହୁଲ କହିଲେ…
ନୂଆଦିଲ୍ଲୀ, ୦୬।୦୭: ଟିମ୍ ଇଣ୍ଡିଆର ପୂର୍ବତନ ମୁଖ୍ୟକୋଚ ରାହୁଲ ଦ୍ରାବିଡ଼ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ହୋଇଥିବା ସାକ୍ଷାତ ସମୟରେ ଅଲମ୍ପିକ୍କୁ ନେଇ କଥା ହୋଇଛନ୍ତି। ଆଗାମୀ ଅଲମ୍ପିକ୍ ୨୦୨୮ରେ ହେବାକୁ ଯାଉଛି । ମୋଦିଙ୍କୁ ସେ ବିରାଟ କୋହଲି…
ଲୋକେ ସରକାରଙ୍କୁ ପୁନଃ ନିର୍ବାଚିତ କରିଛନ୍ତି: ମୋଦି
ନୂଆଦିଲ୍ଲୀ,୩ା୭(ପି.ଟି.) : ଦେଶବାସୀ ସରକାରଙ୍କ ପ୍ରତ୍ୟେକ ମାନଦଣ୍ଡକୁ ଭଲ ଭାବେ ପରୀକ୍ଷା କରିବା ପରେ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ସୁଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ…
ରାହୁଲଙ୍କୁ ଟାର୍ଗେଟ୍ କଲେ ମୋଦି, କହିଲେ ଛଟ୍ପଟ୍ ହେଉଛନ୍ତି କଂଗ୍ରେସ ନେତା
ନୂଆଦିଲ୍ଲୀ, ୨ା୭: ସଂସଦରେ ଲୋକସଭା ଅଧିବେଶନ ଜାରି ରହିଛି । ଆଜିର ଗୃହ କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଏନ୍ଡିଏର ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଏମ୍ପିମାନଙ୍କୁ ସମ଼୍େବାଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…
ମନମୋହନ କହିଲେ ଓଡ଼ିଶାବାସୀଙ୍କୁ ଧନ୍ୟବାଦ, ଆଗାମୀ ୫ ବର୍ଷରେ…
ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍ପି ଓ ବିଧାୟକ ଉପସ୍ଥିତ…
ମୋଦିଙ୍କୁ ଟାର୍ଗେଟ୍ କଲେ ସୋନିଆ, କହିଲେ ହାରିଛି ଭାଜପା
ନୂଆଦିଲ୍ଲୀ, ୨୯।୦୬: କଂଗ୍ରେସର ବରିଷ୍ଠ ନେତା ସୋନିଆ ଗାନ୍ଧି ଏକ ଆର୍ଟିକିଲ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନେରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍ କରିଛନ୍ତି । ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି କମ୍ ଆସନ ହାତେଇବାକୁ ନେଇ ମୋଦି ହାରିଥିବା ସେ କହିଛନ୍ତି ।…
ବିଶ଼୍ବସ୍ତରରେ ଭାରତକୁ ବଡ଼ ସଫଳତା, ବଢ଼ିଲା ଶକ୍ତି
ନୂଆଦିଲ୍ଲୀ, ୨୬।୦୬: ଆନ୍ତର୍ଜାତିକ ସ୍ତରରେ ଭାରତକୁ ଏକ ବଡ଼ ସଫଳତା ମିଳିଛି । ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଇବା ତଥା ଅର୍ଥ ହେରଫେର ଭଳି ଘଟଣାରେ ଅଙ୍କୁଶ ଲଗାଉଥିବା ବିଶ଼୍ବ ସ୍ତରର ସଂସ୍ଥା ଫାଇନାନ୍ସିଆଲ୍ ଆକ୍ସନ ଟାସ୍କ ଫୋର୍ସ ବା ଏଫ୍ଏଟିଏଫ୍ ଭାରତକୁ…
ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍ପିଙ୍କୁ ଆଜି…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୨-୩ ମାସ ମଧ୍ୟରେ ମୋଦି ସରକାର…
ଇମ୍ଫାଲ, ୨୧।୬: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ ସିଂ ଶୁକ୍ରବାର ରାଜ୍ୟରେ ଜାରି ରହିଥିବା ଅଶାନ୍ତିକୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ମୋଦି ସରକାର ୩.୦ ଖୁବ୍ଶୀଘ୍ର ଆଶାନ୍ତି ଦୂର କରିବାକୁ ଏକ ଯୋଜନା ପ୍ରସ୍ତୁତ…
ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…
ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍ଆର କଂଗ୍ରେସକୁ…
ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ, ଏହି ସମ୍ମିଳନୀରେ ଯୋଗ ଦେବେ
ନୂଆଦିଲ୍ଲୀ, ୧୩।୬: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ଲୋକସଭା ର୍ନିବାଚନରେ ଜିତି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇ ଇତିହାସ ସୃଷ୍ଟି କରିଛନ୍ତି। ଏଥି ସହିତ, ପିଏମ ମୋଦୀ ୨୦୨୪ ଲୋକସଭା ର୍ନିବାଚନରେ ଜିତିବା ପରେ ତାଙ୍କର ପ୍ରଥମ…
ମୋଦିଙ୍କ ପାଦ ନଛୁଇଁ ଏହି ଷ୍ଟାରଙ୍କ ପାଦ ଛୁଇଁଲେ ଉପ-ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୧୨।୬: ଟିଡିପି ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚନ୍ଦ୍ରବାବୁଙ୍କ ସହ ତାଙ୍କ କ୍ୟାବିନେଟର ଅନେକ ସଦସ୍ୟ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ…
Archives


