Tag Archives: Modi

୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…

ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ଶାହା ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ ବନାମ ନରେନ୍ଦ୍ର ମୋଦି। ଏହା ‘ବିକାଶ ପାଇଁ ଭୋଟ୍‌’ ଏବଂ ‘ଜିହାଦ ପାଇଁ ଭୋଟ୍‌’…

ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆବୁଧାବିରେ ପ୍ରଥମ ୟୁଏଇ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କରିଛନ୍ତି। ବୋଚାସନବାସୀ ଅକ୍ଷର ପୁରୁଷୋତ୍ତମ ସ୍ବାମୀନାରାୟଣ ସଂସ୍ଥା(ବିଏପିଏସ୍‌) ସୋସାଇଟି ଦ୍ୱାରା ନିର୍ମିତ ଏହି ମନ୍ଦିରକୁ ଉଦ୍‌ଘାଟନ କରିବା ପରେ ସେ ପୂଜାରୀମାନଙ୍କ ସହ ପୂଜାର୍ଚ୍ଚନା ମଧ୍ୟ…

ଲୁଟ୍‌ପାଟ୍‌ କଂଗ୍ରେସ ପାଇଁ ଅମ୍ଳଜାନ ସଦୃଶ: ମୋଦି

ନୂଆଦିଲ୍ଲୀ,୧୧ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମଧ୍ୟପ୍ରଦେଶର ଝାବୁଆରେ ପହଞ୍ଚି ୪,୫୫୦କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀ ମଧ୍ୟ ଆଦିବାସୀ ମହାକୁମ୍ଭରେ ଅଂଶଗ୍ରହଣ କରିଥିଲେ। ଯେଉଁଥିରେ ସେ ଲୋକମାନଙ୍କୁ ସମ୍ବୋଧିତ କରିବା ବେଳେ କହିଥିଲେ, ମୁଁ…

ଗଣତନ୍ତ୍ର ବିଷୟରେ ଯେତେବେଳେ ଚର୍ଚ୍ଚା ହେବ, ମନମୋହନ ସିଂ ମନେ ପଡ଼ିବେ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାଜ୍ୟ ସଭାରେ ଏମ୍‌ପିମାନଙ୍କୁ ବିଦାୟ ଦେବା ଭାଷଣରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି। ଯେତେବେଳେ ବି ଗଣତନ୍ତ୍ର ଉପରେ ଆଲୋଚନା ହେବ, ମନମୋହନ ସିଂ ମନେ ପଡ଼ିବେ। ସେ ଦାୟିତ୍ୱର…

Grammy Awards ୨୦୨୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୋଇଛନ୍ତି ନୋମିନେଟେଡ୍‌, ଜାଣନ୍ତୁ କେବେ, କେଉଁଠି ଦେଖିବେ…

ବମ୍ବେ: ଆଜି ଅନୁଷ୍ଠିତ ହେବାକୁ ଯାଉଛି ଗ୍ରାମି ଆଓ୍ବାର୍ଡସ୍‌ ୨୦୨୪। ଯେଉଁଭଳି ଅଭିନୟ ଏବଂ ଫିଲ୍ମଜଗତ ଲାଗି ଓସ୍କାରକୁ ସବୁଠୁ ବଡ଼ ପୁରସ୍କାର, ସେହିଭଳି ଗ୍ରାମିକୁ ସଙ୍ଗୀତଜଗତର ସବୁଠାରୁ ବଡ଼ ପୁରସ୍କାର ବୋଲି କୁହାଯାଏ। ଚଳିତ ବର୍ଷ ଏହାର ଆୟୋଜନ ଲସ୍‌…

Ayushman Card 2024:ଆୟୁଷ୍ମାନ କାର୍ଡ ପାଇଁ କିପରି କରିବେ ଆବେଦନ: ଏସବୁ ପ୍ରମାଣ ପତ୍ର ଜରୁରୀ, ନ ହେଲେ ହେବ ରଦ୍ଦ…

ନୂଆଦିଲ୍ଲୀ,୧୧।୧ : ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ ତଥା ସାହାଯ୍ୟ କରିବା ପାଇଁ ସରକାର ବିଭିନ୍ନ ପ୍ରକାରର ଯୋଜନା ଜାରି କରିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଆୟୁଷ୍ମାନ ଭାରତ ଯୋଜନା, ଯାହାର ଲାଭ ଲକ୍ଷ ଲକ୍ଷ ଭାରତୀୟଙ୍କ ପାଖରେ…

ଭାଜପା ଟିକେଟ ପାଇଁ ୩ ମାନଦଣ୍ଡ: ପୂରଣ କଲେ ଲୋକସଭାରେ ନିର୍ବାଚନରେ କରିବେ ପ୍ରତିଦ୍ୱନ୍ଦ୍ୱିତା…

ନୂଆଦିଲ୍ଲୀ,୧୧।୧ : ୨୦୨୪ ଲୋକସଭା ନିର୍ବାଚନ ପାଇଁ ଦେଶରେ ପ୍ରସ୍ତୁତି ଚାଲିଛି। ଲଗାତାର ତୃତୀୟ ଥର ପାଇଁ ହ୍ୟାଟ୍ରିକ ସ୍କୋର କରିବାର ଆଶାରେ ଭାଜପା ମଧ୍ୟ ପ୍ରସ୍ତୁତ ହେଉଛି। ରାଜନୈତିକ ସୂତ୍ର ଅନୁଯାୟୀ ଭାଜପା ଏହାର ପ୍ରାର୍ଥୀଙ୍କ ତାଲିକା ଚୂଡାନ୍ତ କରିଛି।…

ମୋଦିଙ୍କୁ ପ୍ରଶଂସା କରି ଅଡୁଆରେ କାର୍ତ୍ତି ଚିଦାମ୍ବରମ: କଂଗ୍ରେସ ଜାରି କଲା ନୋଟିସ…

ନୂଆଦିଲ୍ଲୀ,୯।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବା କାର୍ତ୍ତି ଚିଦାମ୍ବରମଙ୍କ ପାଇଁ ମହଙ୍ଗା ପଡିଛି। କାରଣ ବର୍ତ୍ତମାନ କଂଗ୍ରେସ ତାଙ୍କୁ ଏକ ନୋଟିସ ପଠାଇଛି ଏବଂ ୧୦ ଦିନ ମଧ୍ୟରେ ତାଙ୍କ ପ୍ରତିକ୍ରିୟା ଦାଖଲ କରିବାକୁ କହିଛି। କାର୍ତ୍ତି ଚିଦାମ୍ବରମ…

ଯେଉଁ କପରେ ଚା’ ପିଇଥିଲେ ମୋଦି ତାକୁ ନିଜ ପୂଜା ଘରେ ରଖିଲେ ମହିଳା

ଅଯୋଧ୍ୟା,୪।୧: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ମିରା ମାଂଝି ନାମକ ଜଣେ ମହିଳାଙ୍କ ଘରକୁ ଯାଇ ଚା ’ପିଇଥିଲେ। ସେ ଚା’ ପିଇଥିବା କପକୁ ଭଲ ଭାବରେ ଧୋଇ ନିଜ ମନ୍ଦିରରେ ରଖିଛନ୍ତି ମିରା। ପ୍ରଧାନମନ୍ତ୍ରୀ ମିରା ମାଂଝିଙ୍କୁ ଏକ…

ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ ମୋଦିଙ୍କୁ ଏବେଠୁ ଶୁଭେଚ୍ଛା ଜଣାଇଲେ ପୁଟିନ୍‌

ମସ୍କୋ/ନୂଆଦିଲ୍ଲୀ,୨୮ା୧୨: ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଗୁଆ ଶୁଭେଚ୍ଛା ଜଣାଇଛନ୍ତି। ପୁଟିନ୍‌ କହିଛନ୍ତି, ମୋ’ ବନ୍ଧୁଙ୍କର ସମସ୍ତ ସଫଳତା କାମନା କରୁଛି ଏବଂ ରାଜନୈତିକ ଶକ୍ତିର…

ଶରଦ ପାଓ୍ବାରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏନସିପି ନେତା ଶରଦ ପାୱାରଙ୍କୁ ତାଙ୍କ ୮୩ ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ଦିଆଯାଇଥିବା ଶୁଭେଚ୍ଛା ଜଣାଇ ମୋଦି ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ପାଇଁ କାମନା କରିଛନ୍ତି। ସେ…

ଗର୍ଜିଲେ ମୋଦି, କେସିଆରଙ୍କୁ କହିଲେ ଫାର୍ମ ହାଉସ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୧: ଏକ ନୂତନ ସରକାର ବାଛିବା ପାଇଁ ନଭେମ୍ବର ୩୦ରେ ଦେଶର ଦକ୍ଷିଣ ରାଜ୍ୟ ତେଲଙ୍ଗାନାରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ରାଜ୍ୟର ୪୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ ଏବଂ ରାଜନୈତିକ ଦଳମାନେ ମଧ୍ୟ ନିଜର ବିଜୟ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?