ଏହି ଷ୍ଟକ୍ ବ୍ରୋକର୍ ନେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତକାର, ଜାତୀୟ ରାଜନୀତିରେ ହଇଚଇ! ନୂଆଦିଲ୍ଲୀ,୧୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୋଡକାଷ୍ଟ ଜଗତରେ ପାଦ ଦେଇଛନ୍ତି। ମୋଦି ସମ୍ପ୍ରତି ଉଦ୍ୟୋଗୀ ନିଖିଲ କାମଥଙ୍କୁ ଏକ ସାକ୍ଷାତକାର ଦେଇଛନ୍ତି। ଏହା ଜେରୋଧାର ସହ-ପ୍ରତିଷ୍ଠାତା ନିଖିଲଙ୍କ ପୋଡକାଷ୍ଟ ସିରିଜ ‘ପିପୁଲ ବାଏ ଡବ୍ଲ୍ୟୁଟିଏଫ’ରେ ଖୁବଶୀଘ୍ର ସାମ୍ନାକୁ ଆସିବାକୁ ଯାଉଛି।...