ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ… ନୂଆଦିଲ୍ଲୀ,୧୨।୬: ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ସମଗ୍ର ଦେଶକୁ ମର୍ମାହତ ଏବଂ ଦୁଃଖିତ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପୋଷ୍ଟରେ ଏହି ଦୁଃଖଦ ଘଟଣାଟିକୁ ହୃଦୟବିଦାରକ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମୁଁ ପ୍ରଭାବିତ ଲୋକଙ୍କ ପ୍ରତି ମୋର…