ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ ରହମାନଙ୍କ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ସାଧାରଣ ନିର୍ବାଚନରେ ଏକ ବଡ଼ ବିଜୟ…