କିଏ ହେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉତ୍ତରାଧିକାରୀ, ଫଡନଭିସଙ୍କ ବଡ଼ ଘୋଷଣା ନୂଆଦିଲ୍ଲୀ,୮।୪: ଆଗକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉତ୍ତରାଧିକାରୀ କିଏ ହେବ ଏନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଯାଇଛଇ। ମୁମ୍ବାଇରେ ଅନୁଷ୍ଠିତ ଗ୍ଲୋବାଲ ଫୋରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉତ୍ତରାଧିକାରୀ ବିଷୟରେ ଉତ୍ତର ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ। ଏହା ସହିତ, ସେ ବିରୋଧୀ…