IND vs AFG: ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବେନି ମହମ୍ମଦ ସିରାଜ! ସାମ୍ନାକୁ ଆସିଲା ବଡ଼ କାରଣ ନୂଆଦିଲ୍ଲୀ,୩।୬: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ୍ରେ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଖେଳିବା ସମ୍ଭାବନା ବହୁତ କମ୍ ରହିଛି । ଏହି ଟେଷ୍ଟ ମ୍ୟାଚ୍ ଜୁନ୍ ୬ ତାରିଖରେ ନ୍ୟୁ ଚଣ୍ଡିଗଡ଼ରେ ଆରମ୍ଭ ହେବାକୁ ଯାଉଛି, ଏବଂ ମହମ୍ମଦ ସିରାଜ…