ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍, ଏହି ଦିନ ଲଞ୍ଚ କରିବେ ନୂଆ ଦଳ ଭୁବନେଶ୍ବର,୮ା୩: ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ ନୂଆ ଦଳ ଲଞ୍ଚ୍ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି । ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ ଲଞ୍ଚ କହିଲେ ମୋକିମ୍ ।…