Champions Trophy 2025: ଯୁଦ୍ଧ ପୂର୍ବରୁ ପରାଜୟ ସ୍ବୀକାର କଲା ପାକିସ୍ତାନ! ଅଧିନାୟକ କହିଲେ, ଆମେ ଚାପରେ… ଇସଲାମାବାଦ୍,୧୯।୨: ଆଜିଠାରୁ ଚାମ୍ପିଅନ୍ସ ଟ୍ରଫି ଟୁର୍ନାମେଣ୍ଟ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ରେ ଆୟୋଜକ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ଦଳ ପରସ୍ପର ମୁହାଁମୁହିଁ ହେବେ। ଏହା ପୂର୍ବରୁ ପାକିସ୍ତାନ ଅଧିନାୟକ ମହମ୍ମଦ ରିଜୱାନ ଚାମ୍ପିଅନ୍ସ ଟ୍ରଫିରେ ତାଙ୍କ ଦଳର...