୭ ବର୍ଷ ପରେ ମହମ୍ମଦ ଶାମିଙ୍କୁ ‘I Love You’ କହିଲେ ହାସିନ ଜାହାଁ: ସୁଧୁରିଯିବ କି ସମ୍ପର୍କ ନୂଆଦିଲ୍ଲୀ,୫।୭: ଭାରତୀୟ ଷ୍ଟାର୍ ବୋଲର୍ ମହମ୍ମଦ ଶାମି ଏବଂ ତାଙ୍କ ପତ୍ନୀ ହାସିନ ଜାହାଁ ପ୍ରାୟ ୭ ବର୍ଷ ଧରି ଅଲଗା ରହୁଛନ୍ତି। କଲିକତା ହାଇକୋର୍ଟ ହାସିନଙ୍କ ଭରଣପୋଷଣ ଆବେଦନର ଶୁଣାଣି କରି ଶାମିଙ୍କୁ ତାଙ୍କ ସ୍ତ୍ରୀ ଏବଂ ଝିଅଙ୍କୁ...