”ଆମେ ଦୁଇ, ଆମର ତିନି”, ଜାତୀୟ ସ୍ୱାର୍ଥ ପାଇଁ ପ୍ରତ୍ୟେକ ପରିବାରରେ ତିନି ସନ୍ତାନ ରହିବା ଉଚିତ: ମୋହନ ଭାଗବତ
ନୂଆଦିଲ୍ଲୀ,୨୮।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ କହିଛନ୍ତି ଯେ ପ୍ରତ୍ୟେକ ଭାରତୀୟ ଦମ୍ପତିଙ୍କର ତିନି ଜଣ ସନ୍ତାନ ହେବା ଉଚିତ। ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଜନସଂଖ୍ୟା ପରିବର୍ତ୍ତନ ଓ ଜନସଂଖ୍ୟା ନିୟନ୍ତ୍ରଣ ସମ୍ପର୍କିତ ପ୍ରଶ୍ନର...
ଭାଜପା ପାଇଁ ନିଷ୍ପତ୍ତି ନେଉଛି କି ଆରଏସଏସ ? ଖୁଲାସା କଲେ ମୋହନ ଭାଗବତ
ନାଗପୁର,୨୮ା୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ସଂଘର ‘ସଂଘ ଯାତ୍ରାର ୧୦୦ ବର୍ଷ’ ଶୀର୍ଷକ ତିନି ଦିନିଆ ବକ୍ତୃତା କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷା, ସଂସ୍କୃତି ଓ ସଂଘର ଭୂମିକା ଉପରେ ନିଜର ମତ ରଖିଛନ୍ତି।...
ବଡ଼ ମାଛ ଛୋଟ ମାଛକୁ ଖାଏ… ଧନକରଙ୍କ ଇସ୍ତଫା ଭିତରେ ବଡ଼ ବୟାନ ଦେଲେ ମୋହନ ଭାଗବତ
ନୂଆଦିଲ୍ଲୀ,୨୩।୭: ନୂଆଦିଲ୍ଲୀର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (IGNOU) ଏବଂ ଅଖିଳ ଭାରତୀୟ ଅନୁବ୍ରତ ନ୍ୟାସ ଦ୍ୱାରା ‘ବିଶ୍ୱର ସମସ୍ୟା ଏବଂ ଭାରତୀୟତା’ ବିଷୟ ଉପରେ ଦଶମ ଅନୁବ୍ରତ ନ୍ୟାସ ନିଧି ବକ୍ତୃତା ଆୟୋଜିତ...
ଭାଜପା ଅଧ୍ୟକ୍ଷ ଚୟନ ପାଇଁ ଚାଲିଛି କସରତ: ଆରଏସ୍ଏସ୍ ପାଖରେ ଅଟକିଛି ପେଞ୍ଚ
ନୂଆଦିଲ୍ଲୀ,୩୦ା୬:ଭାଜପାର ବର୍ତ୍ତମାନର ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ବର୍ଦ୍ଧିତ କାର୍ଯ୍ୟକାଳ ଶେଷ ହୋଇଥିବାବେଳେ ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଚୟନ ବିଳମ୍ବିତ ହେଉଛି। ଏହାକୁ ନେଇ ଭାଜପାର ଶୀର୍ଷ ନେତୃତ୍ୱ ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ମଧ୍ୟରେ ଅଚଳାବସ୍ଥା ଲାଗିରହିଛି। ନଡ୍ଡାଙ୍କ...
“ଧର୍ମ-ଅଧର୍ମ ଯୁଦ୍ଧ”: ପହଲଗାମ ଆକ୍ରମଣ ପରେ ଏକତା ବଜାୟ ରଖିବାକୁ ଅନୁରୋଧ କଲେ ମୋହନ ଭଗବତ
ନୂଆଦିଲ୍ଲୀ,୨୫।୪: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଏକ “ଧର୍ମ ଓ ଅଧର୍ମ ମଧ୍ୟରେ ଯୁଦ୍ଧ” ବୋଲି ଅଭିହିତ କରିଛନ୍ତି। ଏପ୍ରିଲ 22ରେ ହୋଇଥିବା ଏହି ଆକ୍ରମଣରେ...
Mohan Bhagwat:‘ଗୋଟିଏ ମନ୍ଦିର, ଗୋଟିଏ କୂଅ, ଗୋଟିଏ ଶ୍ମଶାନ’, ହିନ୍ଦୁ ଏକତାକୁ ନେଇ ଭାଗବତଙ୍କ ନୂଆ ଫର୍ମୁଲା
ନୂଆଦିଲ୍ଲୀ,୨୧।୪: ବାଂଲାଦେଶ ଏବଂ ପଶ୍ଚିମବଙ୍ଗରେ ହିଂସାର ଭୟଙ୍କର ଦୃଶ୍ୟ ଦେଖିବା ପରେ, ଅନେକ ଲୋକ ହିନ୍ଦୁ ଏକତା ପାଇଁ ଆହ୍ବାନ ଦେଉଛନ୍ତି। ଆରଏସଏସ ମୁଖ୍ୟ Mohan Bhagwat ମଧ୍ୟ ହିନ୍ଦୁମାନଙ୍କୁ ଏକତ୍ର ରହିବାକୁ ନିବେଦନ କରିଛନ୍ତି। ସେ କୁହନ୍ତି ଯେ...
ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସମ୍ପନ୍ନ: ଜାଣନ୍ତୁ ଏହି ଦିବ୍ୟମୁହୂର୍ତ୍ତବେଳେ କିଏ ଥିଲେ ଉପସ୍ଥିତ
ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ପ୍ରଭୁ ରାମଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତି ଭଗବାନ ରାମଲାଲାଙ୍କ ପୂଜାରେ ଜଡିତ ଅଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭଗବତ, ୟୁପି ରାଜ୍ୟପାଳ ଆନନ୍ଦିବେନ୍ ପଟେଲ,...
Archives


