Tag Archives: Mohan Charan Majhi

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ ଅତ୍ୟାବଶ୍ୟକ ଖର୍ଚ୍ଚ କରିବାରେ ଲଗାତାର ଅବହେଳା ପାଇଁ କଡ଼ା ସମାଲୋଚନା କରିଛନ୍ତି। ନବୀନ...

ଧର୍ମେନ୍ଦ୍ର, ମୋହନ, ମୁଁ ଏକାଠି ଆସିଥିଲୁ, ବିଧାନସଭାରେ କାହିଁକି ଏପରି କହିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭ା୧୧: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରି ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ନିଜ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିବା ଏହି ଗୃହରେ ଉପସ୍ଥିତ...

ଜାତୀୟ ହାରଠାରୁ ଓଡ଼ିଶାର ଅଭିବୃଦ୍ଧି ହାର ୨.୨୦% ଅଧିକ

ଭୁବନେଶ୍ୱର,୨୫।୧୧(ରବିନାରାୟଣ ଜେନା): ଓଡ଼ିଶାକୁ କିଭଳି ଦେଶର ସବୁଠାରୁ ଅଗ୍ରଣୀ ରାଜ୍ୟରେ ପରିଗଣିତ କରାଯାଇପାରିବ ତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ୟମ ଚଳାଇଛନ୍ତି। ଏପରି କି ରବିବାର ମଧ୍ୟ ଲୋକସେବା ଭବନରେ ବସି ସରକାରୀ କାର୍ଯ୍ୟ କରୁଥିବା ପରିଲକ୍ଷିତ...

ମୋହନ ସରକାର ଉପରେ ବର୍ଷିଗଲେ ନବୀନ: ‘ପୋଲିସ ନିଜ କର୍ମଚାରୀଙ୍କୁ ସୁରକ୍ଷା ଦେଇ ପାରୁନି, ସାଧାରଣ ଲୋକ କ’ଣ କରିବେ’

ଭୁବନେଶ୍ୱର,୧୭।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାର ଓ ପୋଲିସ ବିଭାଗର କାର୍ଯ୍ୟଦକ୍ଷତା ଉପରେ ତୀବ୍ର ସମାଲୋଚନା କରିଛନ୍ତି। ଭୁବନେଶ୍ୱର କମିଶନରେଟ ପୋଲିସରେ କାର୍ଯ୍ୟରତ ୨୫ ବର୍ଷୀୟା ମହିଳା କନଷ୍ଟେବଲ୍ ଶୁଭମିତ୍ରା ସାହୁଙ୍କ...

ମୁଖ୍ୟମନ୍ତ୍ରୀଙ୍କ ସହ ଗୋଟିଏ ମଞ୍ଚରେ ବିଜେଡି ହେବିୱେଟ୍ ନେତା, ବଢ଼ିଲା ଚର୍ଚ୍ଚା…

ଭୁବନେଶ୍ୱର, ୨୫ା୬: ଭାରତରେ ଜରୁରୀକାଳୀନ ପରିସ୍ଥିତି ଘୋଷଣାର ୫୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ‘ସମ୍ବିଧାନ ହତ୍ୟା ଦିବସ ୨୦୨୫’ ସ୍ଥାନୀୟ ରେଳ ଅଡିଟୋରିଅମଠାରେ ପାଳିତ ହୋଇଯାଇଛି। ଏହି...

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ, ଶୃଙ୍ଖଳିତ ନୀତିକାନ୍ତି ନେଇ ଆଲୋଚନା

ପୁରୀ,୨୨ା୬: ରଥଯାତ୍ରା ପ୍ରସ୍ତୁତିକୁ ନେଇ ରବିବାର ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ପୌର ସଦନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ...

ନବୀନଙ୍କ ପାଇଁ ଚିନ୍ତିତ ମୋହନ: ଫୋନ୍‌ରେ କଥା ହେଲେ

ଭୁବନେଶ୍ୱର,୧୯।୬: ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯିବେ। ୨୨ ତାରିଖରେ କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବ। ନବୀନଙ୍କ ବ୍ୟକ୍ତିଗତ ଚିକିତ୍ସକ ଡାକ୍ତର...

ସରକାରୀ ଚାକିରି ପାଇଁ ବଢିଲା ବୟସ ସୀମା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୯ା୫(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ...

OISF-OSSF ରେ ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି।...

ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବଡ଼ ଶିଳ୍ପ ପାଇଁ ହେବ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର,୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଠାରେ ରାଜ୍ୟ ସରକାର ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (IOCL), ପେଟ୍ରୋନେଟ LNG, ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ...

ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ: କହିଲେ,ପ୍ରକୃତରେ ଖୁବ ଶାନ୍ତିଦାୟକ

ଭୁବନେଶ୍ୱର,୨୦।୩: ଓଡ଼ିଆ ଜାତିର ଜୀବନଶୈଳୀରେ ଅଭିନ୍ନ ଅଂଶ ପଖାଳ। ଆଜି ଚାରିଆଡେ ‘ପଖାଳ ଦିବସ’ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଖାଳ ଖାଇଛନ୍ତି। ତାଙ୍କ ସହ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ବିଧାୟକ...

ନବ ଦାସଙ୍କ ପତ୍ନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଦେଲେ ଭରସା

ଭୁବନେଶ୍ୱର, ୧୯।୩: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri