ଲୋକସେବା ଭବନରେ କେତେଟା ରାତି ଯାଏ ରୁହନ୍ତି ମୁଖ୍ୟମନ୍ତ୍ରୀ, କହିଲେ… ଭୁବନେଶ୍ୱର,୨୮ା୯:ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଜିଲାପାଳ ଓ ଏସପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କଡ଼ା ବାର୍ତ୍ତାରେ ସମ୍ବୋଧନ କରି ନିଜ କଥା କହି ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତିଦିନ…