OISF-OSSF ରେ ଖୁବ୍ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି।...
ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବଡ଼ ଶିଳ୍ପ ପାଇଁ ହେବ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର,୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଠାରେ ରାଜ୍ୟ ସରକାର ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (IOCL), ପେଟ୍ରୋନେଟ LNG, ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ...
ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ: କହିଲେ,ପ୍ରକୃତରେ ଖୁବ ଶାନ୍ତିଦାୟକ
ଭୁବନେଶ୍ୱର,୨୦।୩: ଓଡ଼ିଆ ଜାତିର ଜୀବନଶୈଳୀରେ ଅଭିନ୍ନ ଅଂଶ ପଖାଳ। ଆଜି ଚାରିଆଡେ ‘ପଖାଳ ଦିବସ’ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଖାଳ ଖାଇଛନ୍ତି। ତାଙ୍କ ସହ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ବିଧାୟକ...
ନବ ଦାସଙ୍କ ପତ୍ନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଦେଲେ ଭରସା
ଭୁବନେଶ୍ୱର, ୧୯।୩: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି...
ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧...
ଗତ ୯ ମାସରେ ଏତିକି କୋଟି ଟଙ୍କା ଋଣ କରିଛନ୍ତି ମୋହନ ସରକାର, ବିଧାନସଭାରେ ରଖିଲେ ତଥ୍ୟ
ଭୁବନେଶ୍ୱର,୧୧।୩: ଗତ ୯ ମାସରେ ଓଡ଼ିଶାର ଭାଜପା ସରକାର ବିଭିନ୍ନ ଉତ୍ସରୁ ୨୧,୦୦୦ କୋଟି ଟଙ୍କାରୁ ଅଧିକ ଋଣ ସଂଗ୍ରହ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରକାଶ କରିଛନ୍ତି। ଗତ ବର୍ଷ ଜୁନ୍ ମାସରୁ...
ନୂଆ କରିବାକୁ ସ୍ବପ୍ନ ଦେଖାଇଥିଲେ ନବୀନ, ନବୀକରଣ ପାଇଁ ମନା କରିଦେଲେ ମୋହନ
ଭୁବନେଶ୍ୱର,୭ା୩: କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ନିୟମିତ କ୍ରିକେଟ ମ୍ୟାଚ୍ ପାଇଁ ଭିତ୍ତିଭୂମି ଉନ୍ନତ କରିବାର କୌଣସି ଯୋଜନା ଓଡ଼ିଶା ସରକାରଙ୍କର ନାହିଁ। କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ବିଧାନସଭାରେ...
‘ଆମେ ମିଛ କହିବା ସରକାର ନୁହଁ, କାମ କରିବା ସରକାର’: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୩: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ...
୩ ଦିନିଆ ୟୁପି ଗସ୍ତରେ ମୁଖ୍ୟମନ୍ତ୍ରୀ: ପ୍ରୟାଗରାଜ କୁମ୍ଭମେଳାରେ ବୁଡ଼ ପକାଇବେ
ଭୁବନେଶ୍ୱର, ୨୩।୨: ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜରେ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରିବେ। ସୂତ୍ର ଅନୁଯାୟୀ ଓଡିଶା ମୁଖ୍ୟମନ୍ତ୍ରୀ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ। ପ୍ରୟାଗରାଜରେ ଚାଲିଥିବା...
କ୍ଷମତାକୁ ଆସିବା ପରେ ଏତିକି ଯୋଜନା ଆରମ୍ଭ କଲେଣି ମୋହନ ସରକାର, ବିଧାନସଭାରେ ଦେଲେ ସୂଚନା
ଭୁବନେଶ୍ୱର,୨୦।୨: ରାଜ୍ୟରେ ପୂର୍ବ ବିଜେଡି ସରକାର ଦ୍ୱାରା ଆରମ୍ଭ ହୋଇଥିବା ଯୋଜନାଗୁଡ଼ିକୁ ବନ୍ଦ ନକରି ଓଡ଼ିଶା ସରକାର ନଅଟି ନୂତନ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ଏହା କହିଛନ୍ତି। ଘସିପୁରା ବିଧାୟକ ବଦ୍ରି...
Odisha Budget 2025-26: ୨.୯୦ ଲକ୍ଷ କୋଟିର ବଜେଟ୍, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା
ଭୁବନେଶ୍ୱର,୧୭।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଯିଏକି ନିଜ ନିକଟରେ ଅର୍ଥ...
ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ ହେବ ୫୦ ହଜାର କୋଟି ଟଙ୍କା: ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ଓଡିଶାର ବିକାଶ ପାଇଁ ସମ୍ମିଳିତ ଉଦ୍ୟମ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି। ଡାକ୍ତରମାନେ ହେଉଛନ୍ତି ଭଗବାନ, ସେମାନେ ନିରନ୍ତର ଭାବେ ସେବା ଯୋଗାଇ ଦେଉଥିବାରୁ ସାଧାରଣ...
Archives
