Tag Archives: Mohan Charan Majhi

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ, ଶୃଙ୍ଖଳିତ ନୀତିକାନ୍ତି ନେଇ ଆଲୋଚନା

ପୁରୀ,୨୨ା୬: ରଥଯାତ୍ରା ପ୍ରସ୍ତୁତିକୁ ନେଇ ରବିବାର ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ପୌର ସଦନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା…

ନବୀନଙ୍କ ପାଇଁ ଚିନ୍ତିତ ମୋହନ: ଫୋନ୍‌ରେ କଥା ହେଲେ

ଭୁବନେଶ୍ୱର,୧୯।୬: ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯିବେ। ୨୨ ତାରିଖରେ କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବ। ନବୀନଙ୍କ ବ୍ୟକ୍ତିଗତ ଚିକିତ୍ସକ ଡାକ୍ତର ରମାକାନ୍ତ…

ସରକାରୀ ଚାକିରି ପାଇଁ ବଢିଲା ବୟସ ସୀମା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୯ା୫(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…

OISF-OSSF ରେ ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ…

ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବଡ଼ ଶିଳ୍ପ ପାଇଁ ହେବ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର,୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଠାରେ ରାଜ୍ୟ ସରକାର ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (IOCL), ପେଟ୍ରୋନେଟ LNG, ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ ଗୁରୁତ୍ୱପୂର୍ଣ୍ଣ…

ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ: କହିଲେ,ପ୍ରକୃତରେ ଖୁବ ଶାନ୍ତିଦାୟକ

ଭୁବନେଶ୍ୱର,୨୦।୩: ଓଡ଼ିଆ ଜାତିର ଜୀବନଶୈଳୀରେ ଅଭିନ୍ନ ଅଂଶ ପଖାଳ। ଆଜି ଚାରିଆଡେ ‘ପଖାଳ ଦିବସ’ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଖାଳ ଖାଇଛନ୍ତି। ତାଙ୍କ ସହ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ବିଧାୟକ ପଖାଳର…

ନବ ଦାସଙ୍କ ପତ୍ନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଦେଲେ ଭରସା

ଭୁବନେଶ୍ୱର, ୧୯।୩: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ…

ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା…

ଗତ ୯ ମାସରେ ଏତିକି କୋଟି ଟଙ୍କା ଋଣ କରିଛନ୍ତି ମୋହନ ସରକାର, ବିଧାନସଭାରେ ରଖିଲେ ତଥ୍ୟ

ଭୁବନେଶ୍ୱର,୧୧।୩: ଗତ ୯ ମାସରେ ଓଡ଼ିଶାର ଭାଜପା ସରକାର ବିଭିନ୍ନ ଉତ୍ସରୁ ୨୧,୦୦୦ କୋଟି ଟଙ୍କାରୁ ଅଧିକ ଋଣ ସଂଗ୍ରହ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରକାଶ କରିଛନ୍ତି। ଗତ ବର୍ଷ ଜୁନ୍ ମାସରୁ ଚଳିତ…

ନୂଆ କରିବାକୁ ସ୍ବପ୍ନ ଦେଖାଇଥିଲେ ନବୀନ, ନବୀକରଣ ପାଇଁ ମନା କରିଦେଲେ ମୋହନ

ଭୁବନେଶ୍ୱର,୭ା୩: କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ନିୟମିତ କ୍ରିକେଟ ମ୍ୟାଚ୍ ପାଇଁ ଭିତ୍ତିଭୂମି ଉନ୍ନତ କରିବାର କୌଣସି ଯୋଜନା ଓଡ଼ିଶା ସରକାରଙ୍କର ନାହିଁ। କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ବିଧାନସଭାରେ କଂଗ୍ରେସ…

‘ଆମେ ମିଛ କହିବା ସରକାର ନୁହଁ, କାମ କରିବା ସରକାର’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୩: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା…

୩ ଦିନିଆ ୟୁପି ଗସ୍ତରେ ମୁଖ୍ୟମନ୍ତ୍ରୀ: ପ୍ରୟାଗରାଜ କୁମ୍ଭମେଳାରେ ବୁଡ଼ ପକାଇବେ

ଭୁବନେଶ୍ୱର, ୨୩।୨: ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜରେ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରିବେ। ସୂତ୍ର ଅନୁଯାୟୀ ଓଡିଶା ମୁଖ୍ୟମନ୍ତ୍ରୀ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ। ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri