Tag Archives: Mohan Charan Majhi

ରାୟଗଡ଼ା ମହୋତ୍ସବ ‘ଚଇତି’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୧୦।୧୨(ଆଶିଷ ରଞ୍ଜନ ପଣ୍ଡା): ଆସନ୍ତା ୨୬ରେ ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ‘ଚଇତି’ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଭାଜପା ଜିଲା ସଭାପତି ଶିବ ପଟ୍ଟନାୟକ ସୂଚନା ଦେଇଛନ୍ତି। ଚଇତିରେ ଯୋଗଦେବା ପାଇଁ ରାୟଗଡ଼ା…

ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୫ା୧୨: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଦେବେନ୍ଦ୍ର ଫଡନାଭିସ। ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳ ବିଜୟ ଲାଭ କରିବା ମୁଖ୍ୟମନ୍ତ୍ରୀ ଇଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା। ଶେଷରେଫଡନାଭିସ…

ଆସିପାରେ ୫ ଲକ୍ଷ କୋଟି ଟଙ୍କାର ନିବେଶ, ମନ୍ତ୍ରୀଙ୍କ ଦୃଢୋକ୍ତି

ଭୁବନେଶ୍ୱର,୨୧।୧୧: ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ମୁଖ୍ୟ ସଚିବ ମନୋଜ ଅହୁଜାଙ୍କ ସହ ଗୁରୁବାର ସିଙ୍ଗାପୁର ଗସ୍ତ ସାରି ଓଡ଼ିଶା ଫେରିଛନ୍ତି। ଏହି ସମୟରେ ଖବରଦାତାଙ୍କ ସହ କଥାବାର୍ତ୍ତା କରି ମନ୍ତ୍ରୀ ସ୍ୱାଇଁ ଯେ, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ୫…

ନଭେମ୍ବର ୧୮, ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୧୫ା୧୧: ଆସନ୍ତା ନଭେମ୍ବର ୧୮ ତାରିଖ ଏବଂ ନଭେମ୍ବର ୨୫ ତାରିଖ ଉଭୟ ସୋମବାରରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ…

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ…

କାର୍ଯ୍ୟକାରୀ ହେଲା ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା: ୧୦୦୦ ଅଭିଯୋଗକାରୀଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସମସ୍ୟା ଶୁଣିଛନ୍ତି। ଏଥିସହିତ ପ୍ରଥମ ଥର ପାଇଁ ପାଇଁ ସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଏହି ଅବସରରେ…

ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଅନୁରୋଧ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଲେ ଏହି ଦାବି

ଭୁବନେଶ୍ୱର,୧୭।୯: ରାଞ୍ଚିର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ମାମଲାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି। ରାଞ୍ଚିର ୧୯ ବର୍ଷ ବୟସରେ ଅଭିଷେକ ରବିଙ୍କ ମୃତ୍ୟୁକୁ…

ନୂତନ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୧୦।୯: ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ…

ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪୬ ଲକ୍ଷ ଓ ଭୂମିହୀନ

ସମ୍ବଲପୁର,୮।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର…

ବଡ଼ ଘୋଷଣା କଲେ ସରକାର: ଅଙ୍ଗନୱାଡି କର୍ମୀ, ଆଶା, ସିଆର୍‌ପି କରିପାରିବେ ଆବେଦନ

ଭୁବନେଶ୍ୱର:୩୦।୮: ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ସୁଭଦ୍ରା ଆରମ୍ଭ କରିଛନ୍ତି। ମହିଳାମାନଙ୍କୁ ମାନଙ୍କୁ ଆର୍ଥିକ ସହାୟତ ୟତା ପ୍ରଦାନ କରି ସେମାନଙ୍କ ଆର୍ଥକ ସ୍ୱାଧୀନତା ତଥା ଡିଜିଟାଲ ଆର୍ଥିକ ସାକ୍ଷରତାକୁ ପ୍ରୋତ୍ସାହିତ କରି କରିବା ଏହି ଯୋଜନ…

ଓଡ଼ିଶା ପ୍ରସଙ୍ଗରେ ବଡ଼ କଥା କହିଲେ ମମତା: କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୮: ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାକୁ ରାଜନୀତିକରଣ କରି ଭାଜପା ରାଜ୍ୟରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ରାଜନୈତିକ ଫାଇଦା ଉଦେଶ୍ୟରେ ଭାଜପା ଏପରି କରୁଥିବା କହି…

ସୁଭଦ୍ରା ଯୋଜନାରେ ଠକାମୀ ଜଗିବ ପୋଲିସ: କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୬ା୮: ରାଜ୍ୟରେ ମହିଳା ସଶକ୍ତିକରଣ ପାଇଁ ରାଜ୍ୟ ସରକାର ସୁଭଦ୍ରା ଆରମ୍ଭ କରିଛନ୍ତି। ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀ ୫ ବର୍ଷ ମଧ୍ୟରେ, ୫୦ ହଜାର ଟଙ୍କା ନଗଦ ସୁବିଧା ପାଇବେ। ପ୍ରତିବର୍ଷ ୧୦ ହଜାର ଟଙ୍କା କିସ୍ତିରେ ଏହା ରାଜ୍ୟର ୩୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri