Tag Archives: Mohan Charan Majhi

ସାଧାରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ ଦେଉଛନ୍ତି। ସଧାରଣ ଲୋକର ସମସ୍ୟାକୁ ମଧ୍ଯ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇ ଶୁଣି ସମାଧାନ...

ଆଜିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧ା୭ (ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିବ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ,...

କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।...

ପାଣିପାଗ ବିଭାଗର ଆକଳନ, ୨୬ରୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ଼୍ବର, ୨୩।୬: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଫଳରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏନେଇ ଅଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୨୦ ଜିଲାକୁ ବିଜୁଳି, ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ...

ଆଜି ଜନ୍ମ ମାଟି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

କେନ୍ଦୁଝର,୨୩।୬: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିବେ। ଏଥିପାଇଁ ପ୍ରସ୍ତୁତି ହୋଇସାରିଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ...

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି 

ଭୁବନେଶ୍ବର, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଯୋଗଦେଇଛନ୍ତି। ଚଳିତ ବର୍ଷ ଯୋଗ ଦିବସ...

ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ଏମଏସପି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୬: ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ପ୍ରସ୍ତାବ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପ୍ରତି...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି ନିଜେ ମୋହନ। ଲୋକଙ୍କ ସମାସ୍ୟା ନେଇ ସଦର ଥାନାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri