ବଜେଟ୍ ୨୦୨୫-୨୬ ଉପସ୍ଥାପନ: ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ବରାଦ ଭୁବନେଶ୍ୱର,୧୭।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ମୁଖ୍ୟମନ୍ତ୍ରୀ ଯିଏକି ନିଜ ନିକଟରେ ଅର୍ଥ ବିଭାଗ ରଖିଛନ୍ତି ଅପରାହ୍ନରେ...